Our Vision

  • Our physical & intellectual infrastructure would be among the Best of the Country
  • At least a third of our Graduates will be women.
  • We will provide the environment to create Great Entrepreneurs and Globally employable ITI Graduates.
  • We will forge Industry Partnership at an International level.
  • Our students and teachers will be warriors of the planet to lead Sustainability.

ଆମର ଲକ୍ଷ୍ୟ

               
  • ଆମର ଶାରିରୀକ ତଥା ବୌଦ୍ଧିକ ଭିତ୍ତିଭୂମୀକୁ ସମଗ୍ର ଦେଶରେ ସର୍ବୋତ୍ତମ କରିବା |
  • ଅତି କମରେ ଆମର ଏକ ତୃତୀୟାଂଶ ଗ୍ରାଜୁଏଟ୍‌ ମହିଳା ହୁଅନ୍ତୁ |
  • ଜଣେ ମହାନ ଉଦ୍ୟୋଗୀ ତଥା ବିଶ୍ୱସ୍ତରୀୟ ଆଇ.ଟି.ଆଇ ଗ୍ରାଜୁଏଟ୍‌ଟିଏ ହେବା ପାଇଁ ଆମେ ସବୁପ୍ରକାରର ପରିବେଶ ଯୋଗେଇଦେବୁ
  • ଏକ ବିଶ୍ୱସ୍ତରୀୟ ଔଦ୍ୟୋଗିକ ସହଭାଗିତା ପ୍ରତିଷ୍ଠା କରିବା |
  • ସ୍ଥାୟିତ୍ୱ କୁ ବଜାୟ ରଖିବା ଲାଗି ଆମର ଛାତ୍ର-ଛାତ୍ରୀ ତଥା ପ୍ରଶିକ୍ଷକଙ୍କୁ ପାରଙ୍ଗମ କରିବା |